ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଡଃ ଜାକିର ହୁସେନଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
08 FEB 2018 5:22PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ରାଷ୍ଟ୍ରପତି ଡଃ ଜାକିର ହୁସେନଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ଡଃ ଜାକିର ହୁସେନଙ୍କୁ ତାଙ୍କ ଜନ୍ମ ତିଥିରେ ଆଜି ଭାରତ ସ୍ମରଣ କରୁଛି । ଦେଶର ସ୍ଵାଧୀନତା ସଂଗ୍ରାମରେ ତାଙ୍କର ଅବଦାନ ଅତୁଳନୀୟ । ଜଣେ ବିଚକ୍ଷଣ ବିଦ୍ଵାନ ଓ ଶିକ୍ଷାବିତ ହିସାବରେ ସେ ନିଜର ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
************
(रिलीज़ आईडी: 1519909)
आगंतुक पटल : 19