ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ହୋଲି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 10 MAR 2020 5:37PM by PIB Bhubaneswar

ଉତ୍ସାହ, ଆନନ୍ଦ ଓ ରଙ୍ଗର ପର୍ବ ହୋଲି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି “ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଭରିଦେଉ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********


(रिलीज़ आईडी: 1605993) आगंतुक पटल : 117
इस विज्ञप्ति को इन भाषाओं में पढ़ें: English