ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନରେ କଥାହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
ପୋଷ୍ଟ କରାଯିବା ଦିନାଙ୍କ:
12 MAR 2020 5:15PM by PIB Bhubaneshwar
ଗତ କାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲ ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଥିଲେ । ଉଭୟ ନେତା ଭାରତ-ଇସ୍ରାଏଲ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କର ଅଗ୍ରଗତି ଏବଂ କରୋନା ଭୂତାଣୁର ବିଶ୍ୱବ୍ୟାପୀ ଆତଙ୍କ ଜନିତ ସ୍ଥିତି ଉପରେ ମତବିନିମୟ କରିଥିଲେ ।
**************
(ରିଲିଜ ଆଡି: 1606323)
ପରିଦର୍ଶକ କାଉଣ୍ଟର : 133