ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ
କୋଭିଡ-19 ସହ ଜଡ଼ିତ ରପ୍ତାନି ଓ ଆମଦାନୀ ମାମଲା ପାଇଁ ହେଲ୍ପଡେସ୍କ ସୁବିଧା ଆରମ୍ଭ କଲା ଡିଜିଏଫଟି
Posted On:
26 MAR 2020 8:44PM by PIB Bhubaneshwar
ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ବାଣିଜ୍ୟ ବିଭାଗର ବୈଦେଶିକ ବ୍ୟାପାର ମହାନିର୍ଦ୍ଦେଶାଳୟ (ଡିଜିଏଫଟି) ପକ୍ଷରୁ କୋଭିଡ-19 ସଂକ୍ରାନ୍ତ ଯେକୌଣସି ପ୍ରକାର ଆମଦାନୀ କିମ୍ବା ରପ୍ତାନି ସଂକ୍ରାନ୍ତ ମାମଲାରେ ସହାୟତା ପ୍ରଦାନ କରିବା ଉଦ୍ଦେଶ୍ୟରେ ହେଲ୍ପଡେସ୍କ କାର୍ଯ୍ୟକ୍ଷମ କରାଯାଇଛି । ରପ୍ତାନି କିମ୍ବା ଆମଦାନୀକାରୀମାନେ ନିମ୍ନୋକ୍ତ ଯେକୌଣସି ଚ୍ୟାନେଲ ଜରିଆରେ ସିଧାସଳଖ ନିଜ ମାମଲା ସହ ଜଡ଼ିତ ସୂଚନା ପାଇପାରିବେ:-
ୱେବସାଇଟ : Contact@DGFT Platform (http://rla.dgft.gov.in:8100/CRS_NEW/)
ଇ-ମେଲ : 1800-111-550
ଟୋଲ ଫ୍ରି ନଂ : 1800-111-550
************
(Release ID: 1608418)
Visitor Counter : 176