ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଡା. ଶ୍ରୀ ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଗାଲୁଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

Posted On: 01 APR 2020 10:48AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଡା. ଶ୍ରୀ ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଗାଲୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ଡା. ଶ୍ରୀ ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଗାଲୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳିସମାଜ ପାଇଁ ତାଙ୍କ ବଳିଷ୍ଠ ଯୋଗଦାନ ସମସ୍ତଙ୍କୁ ପ୍ରେରଣା ଯୋଗାଉଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି  ।

 

**********


(Release ID: 1609906)