ପର୍ଯ୍ୟଟନ ମନ୍ତ୍ରଣାଳୟ

ପର୍ଯ୍ୟଟନ ଶିଳ୍ପ ଅଂଶୀଦାରଙ୍କ ସହ ମନ୍ତ୍ରଣାଳୟର ସମ୍ମିଳନୀ

प्रविष्टि तिथि: 04 APR 2020 5:07PM by PIB Bhubaneswar

ପର୍ଯ୍ୟଟନ ଶିଳ୍ପ ଅଂଶୀଡାରଙ୍କ ସହ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟର ଏକ ଭିଡିଓ କନଫରେନ୍ସ ଅନୁଷ୍ଠିତ ହୋଇଯାଇଛି ପର୍ଯ୍ୟଟନ ସଚିବ ଯୋଗେନ୍ଦ୍ର ତ୍ରିପାଠୀଙ୍କ ନେତୃତ୍ଵରେ ଅନୁଷ୍ଠିତ ସମ୍ମିଳନୀରେ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ ଦେଶ ଭିତର ପର୍ଯ୍ୟଟନର ସମ୍ଭାବନା ନେଇ ସମ୍ମିଳନୀରେ ଆଲୋଚନା ହେବା ସହ ପର୍ଯ୍ୟଟନ ବିଭାଗ ସରକାରଙ୍କ ସହ ସମସ୍ତ ସହଯୋଗ କରୁଥିବା ଏଥିରେ ମତ ପ୍ରକାଶ ପାଇଥିଲା ଲକଡାଉନ କାଳରେ ଘରେ ନିରାପଦ ରହିବା ଓ ପରିସ୍ଥିତି ସ୍ଵାଭାବିକ ହେଲେ ନିଜର ଭ୍ରମଣ ଯୋଜନା କରିବା ନେଇ ମନ୍ତ୍ରଣାଳୟ ନିଜର ସାମାଜିକ ମାଧ୍ୟମ ଜରିଆରେ ସଚେତନତା ସୃଷ୍ଟି କରୁଛି ପର୍ଯ୍ୟଟନ ଶିଳ୍ପ ସହିତ ସଂଶ୍ଳିଷ୍ଟ ବିଦ୍ୟାର୍ଥୀମାନେ ଅନଲାଇନ ଜରିଆରେ ସେମାନଙ୍କ ଶିକ୍ଷା ଲାଭ ଜାରି ରଖିଥିବା ଏହି ସମ୍ମିଳନୀରୁ ଜଣାପଡୁଛି

 

**********


(रिलीज़ आईडी: 1611224) आगंतुक पटल : 212
इस विज्ञप्ति को इन भाषाओं में पढ़ें: Telugu , English , Marathi , हिन्दी , Assamese , Punjabi , Gujarati , Tamil , Kannada