ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବାବୁ ଜଗଜୀବନ ରାମଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 05 APR 2020 11:52AM by PIB Bhubaneswar

ବାବୁ ଜଗଜୀବନ ରାମଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

“ଗରିବ, ବଞ୍ଚିତ ଏବଂ ପୀଡିତଙ୍କ ଅଧିକାର ଲାଗି ସର୍ବଦା ଲଢେଇ କରୁଥିବା ବାବୁ ଜଗଜୀବନ ରାମଙ୍କ ଜୟନ୍ତୀରେ ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********


(ରିଲିଜ ଆଡି: 1611303) ପରିଦର୍ଶକ କାଉଣ୍ଟର : 169