ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହନୁମାନ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
08 APR 2020 12:29PM by PIB Bhubaneshwar
ପବିତ୍ର ହନୁମାନ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
“ପବିତ୍ର ହନୁମାନ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ଭକ୍ତି, ଶକ୍ତି, ସମର୍ପଣ ଏବଂ ଅନୁଶାସନର ପ୍ରତୀକ ପବନପୁତ୍ରଙ୍କ ଜୀବନୀ ଆମକୁ ସମସ୍ତ ସମସ୍ୟାକୁ ସଫଳତାର ସହ ସମ୍ମୁଖୀନ ହେବା ପାଇଁ ପ୍ରେରଣା ଯୋଗାଉଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
**********
(रिलीज़ आईडी: 1612290)
आगंतुक पटल : 132
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam