ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆମ୍ବେଦକର ଜୟନ୍ତୀରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 14 APR 2020 10:30AM by PIB Bhubaneshwar

ଆମ୍ବେଦକର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

“ବାବାସାହେବ ଡଃ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀରେ ସମସ୍ତ ଦେଶବାସୀଙ୍କ ତରଫରୁ ବିନମ୍ର ଶ୍ରଦ୍ଧାଞ୍ଜଳି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********

 



(Release ID: 1614290) Visitor Counter : 68