ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୁରୁଦେବ ରବୀନ୍ଦ୍ରନାଥ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 08 MAY 2020 2:13PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁଦେବ ରବୀନ୍ଦ୍ରନାଥ ଠାକୁରଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତିପ୍ରଧାନମନ୍ତ୍ରୀ କହିଛନ୍ତି, “ଗୁରୁଦେବ ଠାକୁରଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି, ତାଙ୍କର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଥିଲା, ଭାରତୀୟ ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲାତାଙ୍କର ଚିନ୍ତା ଅଭିବ୍ୟକ୍ତି ଉଭୟ ଅତ୍ୟନ୍ତ ପ୍ରାଞ୍ଜଳ ଥିଲା

 

**************


(ରିଲିଜ ଆଡି: 1622136) ପରିଦର୍ଶକ କାଉଣ୍ଟର : 138