ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ପୋଷ୍ଟ କରାଯିବା ଦିନାଙ୍କ: 10 MAY 2020 4:11PM by PIB Bhubaneswar

ଆସନ୍ତାକାଲି ମେ’ 11, 2020ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ପଞ୍ଚମ ବୈଠକରେ ଯୋଗଦାନ କରିବେ ଏକ ଟ୍ଵିଟ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି, “ଆସନ୍ତାକାଲି ଅପରାହ୍ନ 3ଟା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସ ମାଧ୍ୟମରେ ବୈଠକ କରିବେ ।

 

**********


(ରିଲିଜ ଆଡି: 1622694) ପରିଦର୍ଶକ କାଉଣ୍ଟର : 237