ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଉତ୍ତରପ୍ରଦେଶର ଔରେୟା ସଡକ ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 16 MAY 2020 10:59AM by PIB Bhubaneshwar

ଉତ୍ତରପ୍ରଦେଶର ଔରେୟାଠାରେ ଘଟିଥିବା ସଡକ ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଶୋକ ବ୍ୟକ୍ତ କରିଛନ୍ତି

“ଉତ୍ତରପ୍ରଦେଶର ଔରେୟା ସଡକ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ସରକାର ରିଲିଫ କାର୍ଯ୍ୟରେ ଲାଗିଛନ୍ତି । ଏହି ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ମୋର ସମବେଦନା ପ୍ରକଟ କରିବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********


(रिलीज़ आईडी: 1624310) आगंतुक पटल : 156
इस विज्ञप्ति को इन भाषाओं में पढ़ें: हिन्दी , English , Urdu , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam