ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଉତ୍ତରପ୍ରଦେଶ ଔରେୟା ସଡକ ଦୁର୍ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ସହାୟତା ରାଶି ପ୍ରଦାନ ନେଇ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Posted On: 16 MAY 2020 9:02PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶ ଔରେୟା ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି

ଏହି ସଡକ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ମଧ୍ୟ 50 ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ଅନୁମୋଦନ କରିଛନ୍ତି । 

 

**********



(Release ID: 1624586) Visitor Counter : 148