ରାଷ୍ଟ୍ରପତିଙ୍କ ସଚିବାଳୟ

ନୀଲମ ସଞ୍ଜୀବ ରେଡ୍ଡୀଙ୍କ ଜନ୍ମ ବାର୍ଷିକୀରେ ରାଷ୍ଟ୍ରପତିଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 19 MAY 2020 2:29PM by PIB Bhubaneswar

ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଆଜି (ମେ’19, 2020) ରାଷ୍ଟ୍ରପତି ଭବନରେ ଭାରତର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ନୀଲମ ସଞ୍ଜୀବ ରେଡ୍ଡୀଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ସେ ଶ୍ରୀ ନୀଲମ ସଞ୍ଜୀବ ରେଡ୍ଡୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

**********


(ରିଲିଜ ଆଡି: 1625210) ପରିଦର୍ଶକ କାଉଣ୍ଟର : 183
ଏହି ରିଲିଜ ପଢନ୍ତୁ : English , Urdu , Marathi , हिन्दी , Punjabi , Tamil , Telugu , Malayalam