ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପୋଷ୍ଟ କରାଯିବା ଦିନାଙ୍କ:
21 MAY 2020 10:26AM by PIB Bhubaneshwar
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
“ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
**********
(ରିଲିଜ ଆଡି: 1625841)
ପରିଦର୍ଶକ କାଉଣ୍ଟର : 189
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam