ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଇଦ-ଉଲ-ଫିତର ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
25 MAY 2020 8:55AM by PIB Bhubaneswar
ଇଦ-ଉଲ-ଫିତର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
“ଇଦ ମୁବାରକ!
ଇଦ-ଉଲ-ଫିତରର ଶୁଭେଚ୍ଛା । ଏହି ବିଶେଷ ଉତ୍ସବ ସମାଜରେ କରୁଣା, ଭାତ୍ରୁତ୍ଵ ଏବଂ ସୌହାର୍ଦ୍ଦ୍ୟ ଭାବନା ସୃଷ୍ଟି କରୁ । ସମସ୍ତେ ସୁସ୍ଥ ଏବଂ ସମୃଦ୍ଧ ହୁଅନ୍ତୁ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
**********
(ରିଲିଜ ଆଡି: 1626772)
ପରିଦର୍ଶକ କାଉଣ୍ଟର : 292
ଏହି ରିଲିଜ ପଢନ୍ତୁ :
Telugu
,
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Kannada
,
Malayalam