ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପଣ୍ଡିତ ଜବାହରଲାଲ ନେହରୁଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 27 MAY 2020 11:06AM by PIB Bhubaneswar

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

“ଆମର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********


(ରିଲିଜ ଆଡି: 1627287) ପରିଦର୍ଶକ କାଉଣ୍ଟର : 269