ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସଂକ୍ରାନ୍ତରେ ସଦ୍ୟତମ ସୂଚନା

ଆରୋଗ୍ୟ ହାର 47.76%କୁ ବୃଦ୍ଧି

Posted On: 31 MAY 2020 3:15PM by PIB Bhubaneshwar

ଭାରତ ସରକାର କୋଭିଡ-19ର ପ୍ରତିରୋଧ, ନିରୋଧ ଏବଂ ପରିଚାଳନା ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ସହିତ ଅନେକ ପଦକ୍ଷେପ ନେଉଛନ୍ତି ଏଗୁଡିକ ନିୟମିତ ଭାବରେ ସର୍ବୋଚ୍ଚ ସ୍ତରରେ ସମୀକ୍ଷା ଏବଂ ତଦାରଖ ମଧ୍ୟ କରାଯାଉଛି

ଗତ 24 ଘଣ୍ଟା ମଧ୍ୟରେ 4,614 ରୋଗୀ ସୁସ୍ଥ ହେଲେଣି । ମୋଟ 86,983 ଲୋକ ଆରୋଗ୍ୟ ହୋଇସାରିଛନ୍ତି ବର୍ତ୍ତମାନ ଆରୋଗ୍ୟ ହାର 47.76%ରେ ପହଞ୍ଚିଛି । ଆଜି ସୁଦ୍ଧା ସକ୍ରିୟ ଡାକ୍ତରୀ ତତ୍ଵାବଧାନରେ ଥିବା ମାମଲା ସଂଖ୍ୟା 89,995

କୋଭିଡ-19 ସମ୍ବନ୍ଧୀୟ ବୈଷୟିକ ତଥ୍ୟ, ମାର୍ଗଦର୍ଶିକା ଓ ନିୟମାବଳୀର ସୂଚନା ପାଇଁ ନିୟମିତ ପରିଦର୍ଶନ କରନ୍ତୁ: https://www.mohfw.gov.in/ ଏବଂ @MoHFW_INDIA

ସମ୍ପର୍କିତ ବୈଷୟିକ ପ୍ରଶ୍ନାବଳୀ technicalquery.covid19[at]gov[dot]in ଏବଂ ncov2019[at]gov[dot]in ଏବଂ @CovidIndiaSeva କୁ ପଠାଇ ପାରିବେ

କୋଭିଡ-19 ଜନିତ କୌଣସି ଜିଜ୍ଞାସା ପାଇଁ ଦୟାକରି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : + 91-11-23978046 କିମ୍ବା 1075 (ଦେୟ ମୁକ୍ତ)ରେ ସମ୍ପର୍କ କରିପାରନ୍ତି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର କୋଭିଡ-19 ହେଲ୍ପଲାଇନ ନମ୍ବରଗୁଡ଼ିକର ତାଲିକା ନିମ୍ନ ୱେବସାଇଟ ରେ ଉପଲବ୍ଧ

https://www.mohfw.gov.in/pdf/coronvavirushelplinenumber.pdf

 

**********

 

 



(Release ID: 1628208) Visitor Counter : 195