ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଘୂର୍ଣ୍ଣିବାତ୍ୟା ପରିସ୍ଥିତି ସମ୍ପର୍କରେ ମହାରାଷ୍ଟ୍ର ଏବଂ ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 02 JUN 2020 7:32PM by PIB Bhubaneswar

ସମ୍ଭାବ୍ୟ ଘୂର୍ଣ୍ଣିବାତ୍ୟା ସମ୍ପର୍କରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଉଦ୍ଧବ ଠାକରେ, ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ଓ ଡାମନ ଡିଉ, ଦାଦ୍ରା ଏବଂ ନଗର ହାଭେଳି ପ୍ରଶାସକ ଶ୍ରୀ ପ୍ରଫୁଲ୍ଲ କେ ପଟେଲଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଛନ୍ତି ଏହି ଅବସରରେ କେନ୍ଦ୍ର ତରଫରୁ ସମସ୍ତ ସହାୟତା ନେଇ ପ୍ରଧାନମନ୍ତ୍ରୀ ସୁନିଶ୍ଚିତ କରିଥିଲେ

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି ଯେ, “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଉଦ୍ଧବ ଠାକରେ, ଗୁଜୁରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ଏବଂ ଡାମନ ଡିଉ, ଦାଦ୍ରା ଏବଂ ନଗର ହାଭେଳି ପ୍ରଶାସକ ଶ୍ରୀ ପ୍ରଫୁଲ୍ଲ କେ ପଟେଲଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ତରଫରୁ ସମସ୍ତ ସମ୍ଭାବ୍ୟ ସହାୟତା ନେଇ ସେ ସୁନିଶ୍ଚିତ କରିଥିଲେ”

 

**********


(रिलीज़ आईडी: 1628829) आगंतुक पटल : 215
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam