ପ୍ରତିରକ୍ଷା ମନ୍ତ୍ରଣାଳୟ

ଭାରତ-ଚୀନ ସୀମା ପରିସ୍ଥିତି

प्रविष्टि तिथि: 06 JUN 2020 12:25PM by PIB Bhubaneswar

ଭାରତ-ଚୀନ ସୀମାବର୍ତ୍ତୀ ଅଞ୍ଚଳରେ ସାମ୍ପ୍ରତିକ ପରିସ୍ଥିତିର ସମାଧାନ ପାଇଁ ପ୍ରତିଷ୍ଠିତ ସାମରିକ ଏବଂ କୂଟନୈତିକ ମାଧ୍ୟମ ଅନୁଯାୟୀ ଦୁଇ ଦେଶର ଅଧିକାରୀମାନେ ଆଲୋଚନା ଜାରି ରଖିଛନ୍ତି ତେଣୁ, ଏହି ପର୍ଯ୍ୟାୟ କାଳରେ ସେ ସମ୍ପର୍କିତ କାର୍ଯ୍ୟକଳାପ ବିଷୟରେ କୌଣସି କାଳ୍ପନିକ ଏବଂ ଅବାସ୍ତବ ଖବର ପରିବେଷଣରୁ ନିବୃତ୍ତ ରହିବାକୁ ଗଣମାଧ୍ୟମକୁ ପରାମର୍ଶ ଦିଆଯାଇଛି

 

**********


(रिलीज़ आईडी: 1629898) आगंतुक पटल : 324
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Punjabi , Tamil , Telugu , Kannada , Malayalam