ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବାଘଜନ ଅଗ୍ନିକାଣ୍ଡ ଦୁର୍ଘଟଣା ସମ୍ପର୍କରେ ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ;
• ସମସ୍ତ ସମ୍ଭାବ୍ୟ ସମର୍ଥନ ନେଇ ପ୍ରଧାନମନ୍ତ୍ରୀଙ୍କ ଆଶ୍ୱାସନା
ପୋଷ୍ଟ କରାଯିବା ଦିନାଙ୍କ:
10 JUN 2020 4:30PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୱାଲଙ୍କ ସହ କଥା ହୋଇ ବାଘଜନ ଅଗ୍ନିକାଣ୍ଡ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ଏବଂ କେନ୍ଦ୍ର ତରଫରୁ ସମସ୍ତ ସାହାଯ୍ୟ ଯୋଗାଇଦେବା ନେଇ ଆଶ୍ୱାସନା ପ୍ରଦାନ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ଟ୍ଵିଟରେ କହିଛି ଯେ, “ବାଘଜନ ଅଗ୍ନିକାଣ୍ଡ ପରିସ୍ଥିତି ବିଷୟରେ ପ୍ରଧାନମନ୍ତ୍ରୀ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୱାଲଙ୍କ ସହ କଥା ହୋଇଛନ୍ତି । କେନ୍ଦ୍ର ପକ୍ଷରୁ ସମସ୍ତ ସମ୍ଭାବ୍ୟ ସହାୟତା ନେଇ ପ୍ରଧାନମନ୍ତ୍ରୀ ଆଶ୍ୱାସନା ପ୍ରଦାନ କରିଛନ୍ତି । ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଉଛି” ।
**********
(ରିଲିଜ ଆଡି: 1631021)
ପରିଦର୍ଶକ କାଉଣ୍ଟର : 239
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam