ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରଜ ପର୍ବ ଅବସରରେ ଓଡିଶାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 14 JUN 2020 2:30PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରଜ ପର୍ବର ସ୍ଵତନ୍ତ୍ର ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

“ରଜ ପର୍ବର ସ୍ଵତନ୍ତ୍ର ଅବସରରେ ଶୁଭେଚ୍ଛା । ସମାଜରେ ଆନନ୍ଦ ଏବଂ ଭାତୃଭାବକୁ ଏହି ଅବସର ମଜବୁତ କରୁ । ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ କଲ୍ୟାଣ ପାଇଁ ମୁଁ ପ୍ରାର୍ଥନା ମଧ୍ୟ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********


(रिलीज़ आईडी: 1631958) आगंतुक पटल : 184
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam