ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 23 JUN 2020 10:26AM by PIB Bhubaneshwar

ପବିତ୍ର ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ କହିଛନ୍ତି , “ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରାର ଏହି ପବିତ୍ର ଅବସରରେ ଆପଣ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଶ୍ରଦ୍ଧା ଓ ଶକ୍ତିର ପ୍ରତୀକ ଏହି ଯାତ୍ରା ଦେଶବାସୀଙ୍କ ଜୀବନକୁ ସୁଖ, ସମୃଦ୍ଧି, ସୌଭାଗ୍ୟ ଓ ଆରୋଗ୍ୟତାରେ ଭରିଦେଉ ଜୟ ଜଗନ୍ନାଥ !”

********

 



(Release ID: 1633553) Visitor Counter : 156