ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପୁଣ୍ୟ ତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 23 JUN 2020 10:25AM by PIB Bhubaneswar

ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପୁଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

“ମା’ ଭାରତୀଙ୍କ ସୁପୁତ୍ର ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ପୁଣ୍ୟ ତିଥିରେ କୋଟି କୋଟି ପ୍ରଣାମ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********


(ରିଲିଜ ଆଡି: 1633719) ପରିଦର୍ଶକ କାଉଣ୍ଟର : 198