ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବିହାର ଏବଂ ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଓ ବଜ୍ରପାତ ଯୋଗୁଁ ପ୍ରାଣହାନୀ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ

Posted On: 25 JUN 2020 9:06PM by PIB Bhubaneshwar

ବିହାର ଏବଂ ଉତ୍ତରପ୍ରଦେଶର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଓ ବଜ୍ରପାତ ଜନିତ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି

“ବିହାର ଏବଂ ଉତ୍ତରପ୍ରଦେଶର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ଯୋଗୁଁ ଅନେକ ଲୋକଙ୍କ ମୃତ୍ୟୁ ହେବାର ଦୁଃଖଦ ଖବର ମିଳିଛି ରାଜ୍ୟ ସରକାର ତତ୍ପରତାର ସହିତ ରିଲିଫ କାର୍ଯ୍ୟରେ ଲାଗିଛନ୍ତି ଏହି ବିପର୍ଯ୍ୟୟରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********

 



(Release ID: 1634548) Visitor Counter : 111