ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କ 100ତମ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 01 AUG 2020 9:41AM by PIB Bhubaneshwar

ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କ 100ତମ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଲୋକମାନ୍ୟ ତିଲକଙ୍କ 100ତମ ପୂଣ୍ୟ ତିଥିରେ ଭାରତବାସୀ ନତମସ୍ତକ । ତାଙ୍କର ଜ୍ଞାନ, ସାହସ, ନ୍ୟାୟ ଭାବନା ଏବଂ ସ୍ଵରାଜର ଚିନ୍ତାଧାରା ଆମକୁ ସର୍ବଦା ପ୍ରେରଣା ଯୋଗାଉଥିବ” ।

 

**********
 


(रिलीज़ आईडी: 1642848) आगंतुक पटल : 147
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam