ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
03 AUG 2020 9:00AM by PIB Bhubaneshwar
ରକ୍ଷା ବନ୍ଧନର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରକ୍ଷା ବନ୍ଧନର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ବହୁତ ବହୁତ ଶୁଭକାମନା” ।
**********
(ରିଲିଜ ଆଡି: 1643202)
ପରିଦର୍ଶକ କାଉଣ୍ଟର : 148
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam