ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆସନ୍ତାକାଲି 'ଶ୍ରୀ ରାମ ଜନ୍ମଭୂମି ମନ୍ଦିର' ଭିତ୍ତିପ୍ରସ୍ତର ସ୍ଥାପନ ଓ ସାଧାରଣ ସଭାରେ ଯୋଗଦେବେ ପ୍ରଧାନମନ୍ତ୍ରୀ

प्रविष्टि तिथि: 04 AUG 2020 6:36PM by PIB Bhubaneswar

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାରେ 'ଶ୍ରୀ ରାମ ଜନ୍ମଭୂମି ମନ୍ଦିର' ଭିତ୍ତିପ୍ରସ୍ତର ସ୍ଥାପନ ସହିତ ସାଧାରଣ ସଭାରେ ଯୋଗଦେବେ

କାର୍ଯ୍ୟକ୍ରମ ପୂର୍ବରୁ ପ୍ରଧାନମନ୍ତ୍ରୀ ହନୁମାନଗରୀରେ ପୂଜା ଏବଂ ଦର୍ଶନ କରିବେ ଏହା ପରେ ସେ ଶ୍ରୀ ରାମ ଜନ୍ମଭୂମି ସ୍ଥଳକୁ ଯାତ୍ରା କରିବେ ଯେଉଁଠାରେ ସେ 'ଭଗବାନ୍ ଶ୍ରୀ ରାମଲାଲା ବିରାଜମାନ'ଙ୍କ ପୂଜା ଏବଂ ଦର୍ଶନ କରିବେ ଏହାପରେ ସେ ଏକ ପାରିଜାତ ଚାରା ରୋପଣ କରିବେ ଏବଂ ପରବର୍ତ୍ତୀ ସମୟରେ ଭୂମି ପୂଜନ କରିବେ

ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ 'ଶ୍ରୀ ରାମ ଜନ୍ମଭୂମି ମନ୍ଦିର’ ଉପରେ ଏକ ସ୍ମାରକୀ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିବେ

 

**********

 


(रिलीज़ आईडी: 1643378) आगंतुक पटल : 287
इस विज्ञप्ति को इन भाषाओं में पढ़ें: Marathi , Kannada , English , Urdu , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Malayalam