ରାଷ୍ଟ୍ରପତିଙ୍କ ସଚିବାଳୟ

ପ୍ରେସ ବିଜ୍ଞପ୍ତି

Posted On: 06 AUG 2020 7:53AM by PIB Bhubaneshwar

ଜମ୍ମୁ ଓ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଶ୍ରୀ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି

ଶ୍ରୀ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସ୍ଥାନରେ ରାଷ୍ଟ୍ରପତି ଶ୍ରୀ ମନୋଜ ସିହ୍ନାଙ୍କୁ ଜମ୍ମୁ ଓ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ଶ୍ରୀ ମନୋଜ ସିହ୍ନା କାର୍ଯ୍ୟରେ ଯୋଗଦେବା ଦିନଠାରୁ ଏହି ଆଦେଶ କାର୍ଯ୍ୟକାରୀ ହେବ ।

 

**********


(Release ID: 1643802)