ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 16 AUG 2020 9:51AM by PIB Bhubaneswar

ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ପୂଜନୀୟ ଅଟଳ ଜୀଙ୍କୁ ତାଙ୍କ ପୂଣ୍ୟ ତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି । ଆମ ଦେଶର ବିକାଶରେ ତାଙ୍କର ଉଲ୍ଲେଖନୀୟ ସେବା ଏବଂ ଯୋଗଦାନକୁ ଭାରତ ସର୍ବଦା ମନେ ରଖିବ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********


(ରିଲିଜ ଆଡି: 1646327) ପରିଦର୍ଶକ କାଉଣ୍ଟର : 177