ପୋଷ୍ଟ କରାଯିବା ଦିନାଙ୍କ:
20 AUG 2020 11:30AM by PIB Bhubaneswar
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି” ।
**********