ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 20 AUG 2020 11:30AM by PIB Bhubaneshwar

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ପ୍ରଧାନମନ୍ତ୍ରୀ କହିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି”

 

**********


(रिलीज़ आईडी: 1647426) आगंतुक पटल : 193
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam