ରାଷ୍ଟ୍ରପତିଙ୍କ ସଚିବାଳୟ

ଡଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି

ପୋଷ୍ଟ କରାଯିବା ଦିନାଙ୍କ: 05 SEP 2020 12:47PM by PIB Bhubaneswar

ଆଜି (ସେପ୍ଟେମ୍ବର 05, 2020) ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ରାଷ୍ଟ୍ରପତି ଏବଂ ରାଷ୍ଟ୍ରପତି ଭବନର କର୍ମଚାରୀମାନେ ଡଃ ରାଧାକୃଷ୍ଣନଙ୍କ ଫଟୋ ଚିତ୍ର ଆଗରେ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

 

**********


(ରିଲିଜ ଆଡି: 1651658) ପରିଦର୍ଶକ କାଉଣ୍ଟର : 151