ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆଇଆଇଟି ଗୌହାଟୀ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

Posted On: 21 SEP 2020 4:55PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 22 ସେପ୍ଟେମ୍ବର 2020 ମଙ୍ଗଳବାର ଦିନ 12.00 ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଇଆଇଟି ଗୌହାଟୀର ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ

ଏହି କାର୍ଯ୍ୟକ୍ରମରେ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ନିଶଙ୍କ, କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଯୋଗଦେବେ

ଆସନ୍ତାକାଲିର ଏହି ସମାରୋହରେ 687 ବିଟେକ ଏବଂ 637 ଏମଟେକ ଛାତ୍ରଛାତ୍ରୀଙ୍କ  ସହିତ ମୋଟ 1803 ଛାତ୍ରଛାତ୍ରୀ ଡିଗ୍ରୀ ହାସଲ କରିବେ

 

**********



(Release ID: 1657466) Visitor Counter : 178