ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରାମଧାରୀ ସିଂ ଦିନକରଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 23 SEP 2020 11:47AM by PIB Bhubaneswar

ରାମଧାରୀ ସିଂ ଦିନକରଙ୍କ ଜନ୍ମ ବାର୍ଷିକୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି

ରାମଧାରୀ ସିଂ ଦିନକରଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ତାଙ୍କର ଶାସ୍ତ୍ରୀୟ କବିତା କେବଳ ସାହିତ୍ୟିକ ଉତ୍ସାହୀଙ୍କୁ ନୁହେଁ, ବରଂ ସମସ୍ତ ଦେଶବାସୀଙ୍କୁ ପ୍ରେରଣା ଯୋଗାଇବ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********


(रिलीज़ आईडी: 1658338) आगंतुक पटल : 189
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam