ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ ସୁରେଶ ଅଙ୍ଗାଡିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ
प्रविष्टि तिथि:
23 SEP 2020 9:50PM by PIB Bhubaneswar
କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସୁରେଶ ଅଙ୍ଗାଡିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, " କର୍ଣ୍ଣାଟକରେ ଦଳକୁ ଶକ୍ତିଶାଳୀ କରିବା ଦିଗରେ ଶ୍ରୀ ସୁରେଶ ଅଙ୍ଗାଡି ଜଣେ ଅସାଧାରଣ କାର୍ଯ୍ୟକର୍ତ୍ତା ଥିଲେ । ସେ ଜଣେ ଉତ୍ସର୍ଗୀକୃତ ସାଂସଦ ତଥା ପ୍ରଭାବଶାଳୀ ମନ୍ତ୍ରୀ ଏବଂ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ । ତାଙ୍କର ଦେହାନ୍ତ ଅତ୍ୟନ୍ତ ଦୁଃଖଦାୟକ । ଏହି ଦୁଃଖଦ ସମୟରେ ତାଙ୍କ ପରିବାର ଏବଂ ବନ୍ଧୁଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି”।
**********
(रिलीज़ आईडी: 1658422)
आगंतुक पटल : 181
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam