ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପୋଷ୍ଟ କରାଯିବା ଦିନାଙ୍କ: 26 SEP 2020 2:32PM by PIB Bhubaneswar

ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଡଃ ମନମୋହନ ସିଂଙ୍କୁ ଜନ୍ମଦିନର ଶୁଭେଚ୍ଛା ମୁଁ ଭଗବାନଙ୍କୁ ପ୍ରାର୍ଥନା କରୁଛି କି, ତାଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ” ।

 

**********
 


(ରିଲିଜ ଆଡି: 1659388) ପରିଦର୍ଶକ କାଉଣ୍ଟର : 223