ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗାନ୍ଧୀ ସ୍ମୃତିପୀଠରେ ପ୍ରାର୍ଥନା ସଭାରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 02 OCT 2020 8:31PM by PIB Bhubaneshwar

ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗଦେବା ସହିତ ଗାନ୍ଧୀସ୍ମୃତି ପୀଠଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ

 

**********


(रिलीज़ आईडी: 1661148) आगंतुक पटल : 172
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam