ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଜଷ୍ଟିସ ଏ ଏସ ଡାଭେଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 05 OCT 2020 6:17PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ବିଚାରପତି ତଥା ଗୁଜରାଟ ଉଚ୍ଚ ନ୍ୟାୟାଳୟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ଏସ ଡାଭେଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କରିଛନ୍ତି

ଗୁଜୁରାଟ ଉଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ତଥା କାର୍ଯ୍ୟକାରୀ ପ୍ରଧାନ ବିଚାରପତି ଜଷ୍ଟିସ ଏସ ଡାଭେଙ୍କ ଦେହାନ୍ତରେ ମର୍ମାହତ ଆଇନ କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ପରିବାର ଏବଂ ବନ୍ଧୁବର୍ଗଙ୍କ ପ୍ରତି ମୋର ସମବେଦନା,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********
 


(ରିଲିଜ ଆଡି: 1661881) ପରିଦର୍ଶକ କାଉଣ୍ଟର : 191