ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

ପୋଷ୍ଟ କରାଯିବା ଦିନାଙ୍କ: 14 OCT 2020 7:53PM by PIB Bhubaneswar

ପ୍ରବଳ ବର୍ଷା ଯୋଗୁଁ ତେଲଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀ କେ ଚନ୍ଦ୍ରଶେଖର ରାଓ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇ ଏସ ଜଗନମୋହନ ରେଡ୍ଡୀଙ୍କ ସହ ଆଲୋଚନା କରିଛନ୍ତି

"ଭୀଷଣ ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତି ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଗାରୁ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ ଗାରୁଙ୍କ ସହିତ କଥା ହୋଇଛି ଉଦ୍ଧାର ରିଲିଫ କାର୍ଯ୍ୟରେ କେନ୍ଦ୍ର ତରଫରୁ ସମସ୍ତ ପ୍ରକାର ସମ୍ଭାବ୍ୟ ସହାୟତା ନେଇ ସୁନିଶ୍ଚିତ କରାଇଛି ପ୍ରବଳ ବର୍ଷା କାରଣରୁ ପ୍ରଭାବିତ ହୋଇଥିବା ଲୋକଙ୍କ ପ୍ରତି ମୋର ସମବେଦନା ରହିଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********


(ରିଲିଜ ଆଡି: 1664560) ପରିଦର୍ଶକ କାଉଣ୍ଟର : 232