ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବିଭିନ୍ନ ଅଞ୍ଚଳରେ ବୃଷ୍ଟିପାତ ଏବଂ ବନ୍ୟା ପରିସ୍ଥିତି ନେଇ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

प्रविष्टि तिथि: 16 OCT 2020 8:52PM by PIB Bhubaneshwar

କର୍ଣ୍ଣାଟକର ବିଭିନ୍ନ ଅଞ୍ଚଳରେ ବର୍ଷା ଓ ବନ୍ୟା ପରିସ୍ଥିତି ସମ୍ପର୍କରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ବି ଏସ ୟେଦ୍ୟୁରପ୍ପାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି

"କର୍ଣ୍ଣାଟକର ବିଭିନ୍ନ ସ୍ଥାନରେ ବର୍ଷା ଓ ବନ୍ୟା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ବିଏସ ୟେଦ୍ୟୁରପ୍ପାଜୀଙ୍କ ସହିତ କଥା ହୋଇଛି ବନ୍ୟା ଦ୍ୱାରା ପ୍ରଭାବିତ ଆମ କର୍ଣ୍ଣାଟକର ଭଉଣୀ ଏବଂ ଭାଇମାନଙ୍କ ସହ ଆମେ ଏକଜୁଟ ହୋଇ ଛିଡା ହୋଇଛୁ ଉଦ୍ଧାର ଏବଂ ସହାୟତା କାର୍ଯ୍ୟରେ କେନ୍ଦ୍ରର ସମସ୍ତ ସମ୍ଭାବ୍ୟ ସହାୟତାକୁ ସୁନିଶ୍ଚିତ କରିଛୁ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********

 


(रिलीज़ आईडी: 1665317) आगंतुक पटल : 217
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam