ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ନବରାତ୍ରୀର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 17 OCT 2020 11:22AM by PIB Bhubaneswar

ନବରାତ୍ରୀ ଆରମ୍ଭ ହୋଇଥିବାରୁ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

‘ନବରାତ୍ରୀର ପ୍ରଥମ ଦିନରେ ମା’ ଶୈଳପୁତ୍ରୀଙ୍କୁ ପ୍ରଣାମ । ତାଙ୍କ ଆଶୀର୍ବାଦରେ ସମଗ୍ର ବିଶ୍ୱ ସୁସ୍ଥ, ନିରାପଦ ଏବଂ ସମୃଦ୍ଧ ରହୁ । ଗରିବ ଏବଂ ଅନୁନ୍ନତଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆଣିବାରେ ତାଙ୍କ ଆଶୀର୍ବାଦ ଆମକୁ ଦୃଢ଼ମନା କରୁ’, ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********


(रिलीज़ आईडी: 1665535) आगंतुक पटल : 166
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam