ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପୁନର୍ବାର ବିଜୟ ପାଇଁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 OCT 2020 2:34PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନଙ୍କୁ ପୁନର୍ବାର ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଏକ ଟ୍ଵିଟରେ କହିଛନ୍ତି, "ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନଙ୍କୁ ପୁନର୍ବାର ବିଜୟ ପାଇଁ ମୋର ହାର୍ଦ୍ଦିକ ଅଭିନନ୍ଦନ ଗତବର୍ଷ ଆମ ସାକ୍ଷାତକୁ ମନେ ପକାଉଛି ଏବଂ ଉଭୟେ ମିଳିମିଶି ଭାରତ-ନ୍ୟୁଜିଲାଣ୍ଡ ସମ୍ପର୍କକୁ ଏକ ଉଚ୍ଚ ସ୍ତରକୁ ନେଇଯିବା ନେଇ ଆଶା କରୁଛି"

Image

**********


(ରିଲିଜ ଆଡି: 1665694) ପରିଦର୍ଶକ କାଉଣ୍ଟର : 274