ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 30 OCT 2020 11:20AM by PIB Bhubaneshwar

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ଶ୍ରୀ କେଶୁଭାଇ ପଟେଲଙ୍କ ଗାନ୍ଧୀନଗରସ୍ଥିତ ବାସଭବନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

**********


(ରିଲିଜ ଆଡି: 1668879) ପରିଦର୍ଶକ କାଉଣ୍ଟର : 175