ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଜଣାଇଲେ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 31 OCT 2020 9:32AM by PIB Bhubaneswar

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି

“ରାଷ୍ଟ୍ରୀୟ ଏକତା ଏବଂ ଅଖଣ୍ଡତାର ଅଗ୍ରଦୂତ ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ତାଙ୍କ ଜନ୍ମ ତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି

ମହାନ ସର୍ଦ୍ଦାର ପଟେଲଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********


(रिलीज़ आईडी: 1669144) आगंतुक पटल : 170
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam