ରାଷ୍ଟ୍ରପତିଙ୍କ ସଚିବାଳୟ

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀରେ ରାଷ୍ଟ୍ରପତିଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 31 OCT 2020 12:37PM by PIB Bhubaneswar

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ ଅବସରରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଆଜି (ଅକ୍ଟୋବର 31, 2020) ରାଷ୍ଟ୍ରପତି ଭବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ରାଷ୍ଟ୍ରପତି ଏବଂ ରାଷ୍ଟ୍ରପତି ଭବନର ଅଧିକାରୀମାନେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଫଟୋ ସମ୍ମୁଖରେ ପୁଷ୍ପାମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି

ଆଜି ସକାଳେ, ନୂଆଦିଲ୍ଲୀସ୍ଥିତ ସର୍ଦ୍ଦାର ପଟେଲ ଛକ ଯାଇ ରାଷ୍ଟ୍ରପତି ସେଠାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ ।

 

**********


(ରିଲିଜ ଆଡି: 1669151) ପରିଦର୍ଶକ କାଉଣ୍ଟର : 178