ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଅହମ୍ମଦାବାଦରେ ଗୋଦାମ ଅଗ୍ନିକାଣ୍ଡ ଜନିତ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 04 NOV 2020 5:23PM by PIB Bhubaneswar

ଅହମ୍ମଦାବାଦର ଏକ ଗୋଦାମରେ ଅଗ୍ନିକାଣ୍ଡ ଜନିତ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀ କହିଛନ୍ତି, "ଅହମ୍ମଦାବାଦର ଏକ ଗୋଦାମରେ ଅଗ୍ନିକାଣ୍ଡ ଜନିତ ପ୍ରାଣହାନୀ ଯୋଗୁଁ ଦୁଃଖିତ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ଅଧିକାରୀମାନେ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଉଛନ୍ତି”

 

**********

 


(ରିଲିଜ ଆଡି: 1670165) ପରିଦର୍ଶକ କାଉଣ୍ଟର : 177