ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ, ଟିକସ ବୃଦ୍ଧି ଏବଂ ଦୁର୍ନୀତିକୁ ରୋକିବା ଦିଗରେ ସହାୟକ ହୋଇଛି : ପ୍ରଧାନମନ୍ତ୍ରୀ

Posted On: 08 NOV 2020 3:00PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ କରିବାରେ, ଟିକସ ବୃଦ୍ଧିରେ ସହାୟକ ହେବା ସହିତ ଦୁର୍ନୀତିକୁ ମଧ୍ୟ ରୋକିପାରିଛି

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ଫଳାଫଳ ଜାତୀୟ ପ୍ରଗତି ପାଇଁ ବହୁତ ଲାଭଦାୟକ ଅଟେ

Demonetisation has helped reduce black money, increase tax compliance and formalization and given a boost to transparency.

These outcomes have been greatly beneficial towards national progress. #DeMolishingCorruption pic.twitter.com/A8alwQj45R

— Narendra Modi (@narendramodi) November 8, 2020


(Release ID: 1671287) Visitor Counter : 145