ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 NOV 2020 9:39AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଅଭିନନ୍ଦନ ଜଣାଇଛନ୍ତି।

“ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପ. ଜବାହରଲାଲ ନେହରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି”, ପ୍ରଧାନମନ୍ତ୍ରୀ କହିଥିଲେ।

 

*******


(ରିଲିଜ ଆଡି: 1672906) ପରିଦର୍ଶକ କାଉଣ୍ଟର : 268