ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଜ୍ୟ ପ୍ରତିଷ୍ଠା ଦିବସରେ ଝାଡଖଣ୍ଡବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
15 NOV 2020 9:59AM by PIB Bhubaneshwar
ରାଜ୍ୟ ପ୍ରତିଷ୍ଠା ଦିବସରେ ଝାଡଖଣ୍ଡବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, "ଝାଡଖଣ୍ଡ ପ୍ରତିଷ୍ଠା ଦିବସରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା । ଏହି ଅବସରରେ ମୁଁ ସମସ୍ତ ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର କାମନା କରୁଛି" ।
**********
(रिलीज़ आईडी: 1673058)
आगंतुक पटल : 160
इस विज्ञप्ति को इन भाषाओं में पढ़ें:
Manipuri
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam